ଅପରାଧ ରାଜ୍ୟ

ଅଗ୍ନିକାଣ୍ଡରେ ଜଳିଗଲା ଘର, ଆସବାବପତ୍ର ପୋଡି ପାଉଁଶ

ସାଲେପୁର, ୧୭।୦୬ : ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ଘର । ଗୁରୁବାର ବିଳମ୍ବିତ ରାତିରେ ସାଲେପୁର ବ୍ଲକ ସିଢ଼ୋ ପଞ୍ଚାୟତ କାଳିଦହି ଗ୍ରାମର ଅଗ୍ନିକାଣ୍ଡ ଘଟିଛି। ଗୋପୀନାଥ ପୃଷ୍ଟିଙ୍କ ଘରେ କୌଣସି କାରଣରୁ ନିଆଁ ଲାଗି ତିନି ବଖରା ଘର ସମ୍ପୂର୍ଣ ପୋଡ଼ି ଯାଇଛି।

ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡ଼ିନାହିଁ। ଏହି ଅଘଟଣରେ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ନିଆଁ ଲାଗିବା ପରେ ଗ୍ରାମବାସୀ ମାନେ ସାଲେପୁର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତନ କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।