ଅପରାଧ ରାଜ୍ୟ

ଘରୋଇ କଳିରୁ ସର୍ବନାଶ ! ବୋହୂର ଠେଙ୍ଗା ମାଡ଼ରେ ଶ୍ୱଶୁର ମୃତ

ସାନଖେମୁଣ୍ଡି ୧୯।୦୬: ବୋହୂର ଠେଙ୍ଗା ମାଡ଼ରେ ଶ୍ବଶୁର ମୃତ। ଗଞ୍ଜାମ ଜିଲ୍ଲା ଆସିକା ଥାନା କିଶୋରଚନ୍ଦ୍ର ପଲ୍ଲୀ ଗାଁରେ ଅଭାବନୀୟ ଘଟଣା l ମୃତ ଶ୍ବଶୁର ହେଲେ ୫୫ ବର୍ଷିୟ ସୀମାଞ୍ଚଳ ନାୟକ l

ତେବେ ଏବେ ଯାଏଁ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘରୋଇ କଳହରୁ ଏଭଳି ଘଟିଥିବା ସନ୍ଦେହ କରାଯାଉଛି । ଆସିକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି l ବୋହୂକୁ ଅଟକ ରଖି ପଚରାଉଚାର କରୁଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।