ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ମହାରାଷ୍ଟ୍ର ମହାନାଟକ: CM ଉଦ୍ଧବ ଠାକରେ କରୋନା ସଂକ୍ରମିତ

ମହାରାଷ୍ଟ୍ର ୨୨/୦୬ : ମହାରାଷ୍ଟ୍ର ମହାନାଟକ ମଧ୍ୟରେ ଗୋଟିଏ ପରେ ଗୋଟିଏ ଘଟଣା ଘଟିଥିବା ନଜର ଆସୁଛି । ଏହାରି ଭିତରେ ମହାରାଷ୍ଟ୍ର ସିଏମ ଉଦ୍ଧବ ଠାକରେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସୂଚନା କଂଗ୍ରେସ ନେତା କମଲନାଥ ସ୍ପଷ୍ଟ କରିଛନ୍ତି ।

ଏହା ପୂର୍ବରୁ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋଶୟାରୀ ବି କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କମଲନାଥଙ୍କୁ କଂଗ୍ରେସ ମହାରାଷ୍ଟ୍ରରେ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ଦିଆଯାଇଛି ।

କଂଗ୍ରେସ ବିଧାୟକଙ୍କ ସହ ତାଙ୍କର ଏକ ବୈଠକ ମଧ୍ୟ ହୋଇଥିଲା । ଏହା ପରେ କମଲ ନାଥ ଗଣମାଧ୍ୟମକୁ କହିଥିଲେ ଯେ ଉଦ୍ଧବ ଠାକରେଙ୍କୁ ଭେଟି ପାରିଲେନି । କାରଣ ସେ କରୋନା ସଂକ୍ରମିତ ହୋଇଛନ୍ତି । ଏହା ପରେ ସେ ଶରଦ ପାଓ୍ୱାରଙ୍କୁ ଭେଟିବାକୁ ଯିବେ ବୋଲି କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ