ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ତହସିଲରେ ସରକାରୀ ଅର୍ଥ ଅପବ୍ୟବହାର ଘଟଣା, ବନ୍ଧାହେଲେ ସେକ୍ସନ ଅଫିସର

ଯାଜପୁର ୨୨/୦୬ : ବନ୍ଧାହେଲେ ଯାଜପୁର ବିଂଝାରପୁର ତହସିଲର ସେକ୍ସନ ଅଫିସର । ସେକ୍ସନ ଅଫିସର ଜଣଙ୍କ ହେଉଛନ୍ତି ଅଜୟ କୁମାର ସାହୁ । ୨୦୦୬ ରୁ ୨୦୧୬ ମସିହା ମଧ୍ୟରେ ଯାଜପୁର ତହସିଲରେ ୪ କୋଟିରୁ ଅଧିକ ସରକାରୀ ଅର୍ଥ ଅପବ୍ୟବହାର ଘଟଣାରେ ଯାଜପୁର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।

ପୂର୍ବରୁ ଅଜୟ ଯାଜପୁର ତହସିଲରେ ମୁଖ୍ୟ କିରାଣୀ ଭାବେ କାର୍ଯ୍ୟ କରୁଥିଲେ । ସେହି ଘଟଣାର ମୁଖ୍ୟ କାର୍ପଟଦାର ରଜତ ରାଉତଙ୍କୁ କିଛି ଦିନ ପୂର୍ବରୁ ଭିଜିଲାନସ ଗିରଫ କରିଥିଲା । ଏବେ ଅଜୟ ସାହୁ ଗିରଫ ହୋଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।