ଅପରାଧ ରାଜ୍ୟ

ଥାନା ଆଗରେ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇଲେ ଯୁବକ, ଜଳିଯାଇଛି ଶରୀରର ପ୍ରାୟ ୯୦ଭାଗ

ସାଲେପୁର ୨୩।୬: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ଯୁବକ । ଯୁବକ ଜଣଙ୍କ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ସାଲେପୁର କଟକ ଜିଲ୍ଲା କିଶନନଗର ଥାନା ସମ୍ମୁଖରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ସାଲେପୁର କଟକ ଜିଲ୍ଲା କିଶନନଗର ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ ପେଟ୍ରୋଲ ଢାଳିବା ପରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଫଳରେ ଯୁବକଙ୍କ ଶରୀରର ପ୍ରାୟ ୯୦ଭାଗ ଜଳିଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସଂପୃକ୍ତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ତେବେ କେଉଁ କାରଣରୁ ଯୁବକ ଜଣଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।