ଅପରାଧ ରାଜ୍ୟ

ଡାକ୍ତରୀ ଛାତ୍ର ମୃତ୍ୟୁ ମାମଲା : ବଲାଙ୍ଗୀରରେ NHRC ଟିମ୍‌ର ତଦନ୍ତ

ବଲାଙ୍ଗୀର ୨୯।୬: ଡାକ୍ତରୀ ଛାତ୍ର ନିଶାନ୍ତଙ୍କ ମୃତ୍ୟୁର ତଦନ୍ତ ପାଇଁ ବଲାଙ୍ଗୀରରେ ପହଞ୍ଚିଲେ ଏନଏଚଆରସି ଟିମ୍ । ମଙ୍ଗଳବାର ବଲାଙ୍ଗୀରରେ ପହଞ୍ଚିବା ପରେ ସ୍ଥାନୀୟ ସର୍କିଟ୍ ହାଉସରେ ରାତ୍ରିଯାପନ କରିଥିଲେ । ବୁଧବାର ସକାଳ ୯ଟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ପହଞ୍ଚି ଟିମ୍ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଥିଲା ।

ତିନି ଜଣିଆ ଟିମ୍ ଛାତ୍ରଙ୍କ ମୃତ୍ୟୁକୁ ନେଇ ତଦନ୍ତ କରିବ । କଲେଜ ଡିନ୍‌ଙ୍କଠାରୁ ଆରମ୍ଭ କରି ଏଚଓଡି, ସହପାଠୀ, ଷ୍ଟାଫ୍ ସହ ଆଣ୍ଟି ର୍ୟାଗିଂ ସେଲ୍ ଓ ଟିମ୍‌କୁ ମଧ୍ୟ ଏହି ଟିମ୍ ପଚରାଉଚରା କରିବ । ଟିମ୍‌ରେ ବିମଲଜୋତି ଉପଲ, ମାଧବା ନନ୍ଦ ରାଉତ ଓ ଚନ୍ଦ୍ର ଶେଖର ସାମିଲ ଅଛନ୍ତି । ତଦନ୍ତ କଲେଜରୁ ଆରମ୍ଭ କରାଯାଇଥିବା ବେଳେ ହଷ୍ଟେଲ ସହ ବିଭିନ୍ନ ଦିଗକୁ ନେଇ ଟିମ୍ ତଦନ୍ତ କରିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।