ଅପରାଧ ରାଜ୍ୟ

ଇଣ୍ଡିଗୋରେ ଚାଲାଣ ହେଉଥିଲା ଗଞ୍ଜେଇ: ୫୧କେଜି ସବୁଜ ଜହର ଜବତ, ଜଣେ ଗିରଫ

ଫୁଲବାଣୀ ୦୨/୦୭: କନ୍ଧମାଳରେ ଥମୁନି ଗଞ୍ଜେଇ କାରବାର । ପ୍ରାୟ କିଛି ଦିନର ବ୍ୟବଧାନରେ ବିପୁଳ ପରିମାଣର ଗଞଜେଇ ଜବତ କରୁଛି ପୋଲସି । ଏହି ପରିପ୍ରେକ୍ଷୀରେ ଫୁଲବାଣୀ ସଦର ପୋଲିସକୁ ମିଳିଛି ପୁଣି ସଫଳତା । ସଦର ପୋଲିସ ଗୌଡପଡାଠାରେ ଏକ ଇଣ୍ଡିଗୋ କାର ସହ ୫୧ କେଜି ଚୋରା ଗଂଜେଇ ଜବତ କରିଛି ।

ଏଥିରେ ସ୍ଥାନୀୟ ପେଂଜି ସାହିର ରମେଶ ନାମକ ଜଣେ ଅଭିଯୁକ୍ତକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ତେଵେ ଅନ୍ୟ ଜଣେ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଏ ନେଇ ସଦର ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ କହିଛନ୍ତି । ସୂଚନା ଯୋଗ୍ୟ ଯେ ପୂର୍ବରୁ ସୂଚନା ପାଇ ସଦର ପୋଲିସ ଟିମ ଚଢ଼ାଉ କରି ଜବତ କରିଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।