ଅପରାଧ ରାଜ୍ୟ

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ନା’ ହତ୍ୟା ?

ଧର୍ମଗଡ ୧୧।୭: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର l କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ଆମପାଣି ଥାନା ଅନ୍ତର୍ଗତ ଘଣ୍ଟିଗୁଡା ଗାଁ ଶିବମନ୍ଦିର ନିକଟରେ ଥିବା ଏକ ବର ଗଛରେ ଜଣେ ଯୁବଙ୍କ ଝୁଲନ୍ତା ମୃତଦେହ ଦେଖି ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମୃତ ଯୁବକ ଲଡୁଗାଁ ପଞ୍ଚାୟତ ସୁପାଡ଼ ଗାଁର ଦିବାକର ମାଝୀ ବୋଲି ଜଣାପଡିଛି । ସେ ନିଜ ଭଉଣୀଙ୍କ ଘର ଘଣ୍ଟିଗୁଡା ଗାଁରେ ରହୁଥିଲେ । ଯୁବକ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଛି ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।