ଅପରାଧ ରାଜ୍ୟ

ଟ୍ରେନ୍‌ରେ ଦୁଇ ଯାତ୍ରୀଙ୍କ ମଧ୍ୟରେ ମାର୍‌ପିଟ୍‌, ଜଣଙ୍କ ଛୁରାମାଡ଼ରେ ଅନ୍ୟଜଣେ ମୃତ

ଖଲ୍ଲିକୋଟ, ୧୫/୦୭: ଚେନ୍ନାଇ-ହାୱାଡା ମେଲ ଟ୍ରେନରେ ଦୁଇ ଯାତ୍ରୀଙ୍କ ମଧ୍ୟ୍ୟରେ କୌଣସି କାରଣକୁ ନେଇ ଗଣ୍ଡଗୋଳ ହୋଇଥିବା ବେଳେ ମାର୍‌ପିଟ୍‌ ହୋଇଛି । ଜଣେ ଯାତ୍ରୀଙ୍କ ଛୁରା ଆକ୍ରମଣରେ ଅନ୍ୟ ଜଣେ ଯାତ୍ରୀଙ୍କ ମୃତ୍ୟୁ । ମୃତକ ଜଣକ ହେଲେ ପ୍ରସନ୍ନଜିତ୍‌ ଗରାଇ । ଗଞ୍ଜାମ ଷ୍ଟେସନ ନିକଟରେ ତାଙ୍କୁ ଉଦ୍ଧାର କରି ଆରପିଏଫ ଛାତ୍ରପୁର ମେଡିକାଲ ଆଣିଥିଲା । ଅଭିଯୁକ୍ତ ରାଜୀବ ଗରାଇକୁ ଗଞ୍ଜାମ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି ପୋଲିସ୍‌ । ମୃତକଙ୍କ ଘର ପଞ୍ଚିମବଙ୍ଗର ବାହାଦୁରପୁର ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।