ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଶୂନ୍ୟକାଳରେ ଉଠିଲା କାଶିପୁର ଝାଡ଼ାବାନ୍ତି ପ୍ରସଙ୍ଗ, ଘଟଣା ଦୁଃଖଦାୟକ କହିଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର ୧୬/୦୭: ରାୟଗଡା ଜିଲ୍ଲା କାଶିପୁରରେ ଝାଡ଼ାବାନ୍ତି ପ୍ରସଙ୍ଗ । ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ନରସିଂହ କହିଲେ ଝାଡାବାନ୍ତି ବ୍ୟାପିବା ଏବଂ ଏଥିରେ ୬ ଜଣଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ ।

ଏନେଇ ମୁଖ୍ୟମନ୍ତ୍ରୀ ବିବୃତ୍ତି ରଖିବାକୁ କଂଗ୍ରେସ ବିଧାୟକ ଦଳ ନେତାଙ୍କ ଦାବି କରିଛନ୍ତି । ଏହାକୁ ନେଇ ବାଚସ୍ପତି ରୁଲିଂ ଦେବାକୁ ନରସିଂହଙ୍କ ଦାବି କରିଥିଲେ। ଘଟଣାକୁ ନେଇ କଂଗ୍ରେସ ବିଧାୟକ ଗୃହରେ ହଟ୍ଟଗୋଳ ଓ ନାରାବାଜି କରାଯାଇଥିଲା । ଗୃହ ଚାଲିପାରିନଥିଲା । ଯେଉଁଥିପାଇଁ ୧୦ ମିନିଟ୍ ପାଇଁ ଗୃହ ମୁଲତବୀ କରିଥିଲେ ବାଚସ୍ପତି.

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ