ଅପରାଧ ରାଜ୍ୟ

ଗାଧୋଇବାକୁ ଯାଇଥିଲେ ମହିଳା, ପାଣିର ସୁଅରେ ଭାସିଗଲେ ଧୀରମଣୀ

ବୌଦ୍ଧ ୧୭।୦୭: ବୌଦ୍ଧ ଗିରାସୀଙ୍ଗା ଗାଁରେ ଅଘଟଣ । ସାଲୁଙ୍ଖି ନଦୀରେ ଗାଧୋଇବାକୁ ଯାଇ ମହିଳା ନିଖୋଜ । ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଖବର ଅନୁଯାୟୀ, ସାଲୁଙ୍ଖୀ ନଦୀରେ ଗାଧୋଉଥିବା ସମୟରେ ହଠାତ୍ ପାଣି ମାଡି ଆସିଥିଲା । ଯାହାଫଳରେ ନଦୀରେ ଭାସିଯାଇଥିଲେ ମହିଳା । ନିଖୋଜ ମହିଳା ଜଣକ ଗିରାସୀଙ୍ଗା ଗାଁର ଧୀରମଣି ଅମାତ ବୋଲି ଜଣାପଡିଛି । ଅଗ୍ନିଶମ ବିଭାଗ ଏବଂ ଓଡ୍ରାଫ ଦ୍ଵାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ଯାଏଁ ମହିଳାଙ୍କର କୌଣସି ପତ୍ତା ମିଳିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।