ରାଜ୍ୟ ରାଶିଫଳ

ଜୁଲାଇ ୧୮ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – କର୍ମକ୍ଷେତ୍ରର ଜଟିଳତାକୁ ସରଳୀକରଣ କରିବାରେ ଅନ୍ୟମାନଙ୍କୁ ସାହାର୍ଯ୍ୟ କରିବେ ।ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବୃଷ – କେତେକ କ୍ଷେତ୍ରରେ ମନର ଅସନ୍ତୋଷକୁ କଠୋର ଭାବେ ପ୍ରକାଶ କରିପାରନ୍ତି ।ଦେଶଦର୍ଶନର ସୁଯୋଗ ମିଳିବ । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ସ୍ୱାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିପାରନ୍ତି ।ଲାଗି ଥିବା ବିବାଦର ସୁ-ସମାଧାନ ହେବ । ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ । ଭୋଗ-ବିଳାସ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ- ପରିବହନ, ନିର୍ମାଣ, କାରିଗର, ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ ।ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – ଛୋଟ ଛୋଟ ସାଧାରଣ କଥାକୁ ନେଇ ମାନସିକ ସ୍ତରରେ ଉତ୍ତେଜିତ ରହିବେ ।ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା – କର୍ମକ୍ଷେତ୍ରରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍ ବୁଝିବେ । ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା –ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆୟ ଆଶାନୁରୂପ ହେବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା –କାର୍ଯ୍ୟବ୍ୟସ୍ତତା ମଧ୍ୟରେ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହିପାରିବେ ନାହିଁ । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ –ପୁନର୍ବସୁର ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବସ୍ୟ ପାଇବେ । ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ବ୍ୟବସାୟମାନେ ପରିବହନରେ କାମ ହାସଲ କରିବେ ।ବନ୍ଧୁଙ୍କ ସହିତ ମାନ-ମନାନ୍ତର ଘଟିପାରେ । ଆଶାବାଦି ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମାନବୀୟ ଗୁଣର ଅଧିକାରୀ ହେବେ । ମିତ୍ର ସୁଖ ମିଳିବ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ – ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇପାରନ୍ତି ।ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ -ଅଧୁରା କାମକୁ ଆଜି ସମ୍ପନ୍ନ କରିବାରେ ସମର୍ଥ ହେବେ । ଅଭାବ ଦୂରେଇ ଯିବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।