ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଛକୁଣ୍ଡ ପୋଲିସ୍‌କୁ ବଡ଼ ସଫଳତା: କମାଣ୍ଡର ଜିପ୍‌ରୁ ଧରାପଡିଲା ୨୦ଲକ୍ଷ ଟଙ୍କାର ଗଞ୍ଜେଇ, ଡ୍ରାଇଭର ଫେରାର୍

ଲମତାପୁଟ ୧୯/୦୭ : କମାଣ୍ଡର ଜିପ୍ ରୁ ୨୦ଲକ୍ଷ ଟଙ୍କା ର ଗଞ୍ଜେଇ ଜବତ । ଜଲାପୁଟରୁ ଆନ୍ଧ୍ରପ୍ରଦେଶକୁ ଚୋରା ଚାଲଣ ବେଳେ ମାଡିବସିଲା ଲମତାପୁଟ ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ଲମତାପୁଟ ପୋଲସ ସଗର ଗ୍ରାମ ଛକ ନିକଟରେ ନାକା ବନ୍ଦୀ କରି ଜଗିରହିଥିଲା ।

କମାଣ୍ଡର ଗାଡି ଟି ଦ୍ରୁତ ଗତିରେ ଆସୁଥିବା ଦେଖି ପୋଲିସ ଅଟକାଇଥିଲା । ପୋଲିସ କୁ ଦେଖି ଗାଡି ବୁଲାଇ ଲାମାତାପୁଟ ଅଭିମୁଖେ ଚାଲି ଯାଇଥିଲା ଡ୍ରାଇଭର । ପୋଲିସ ପିଛା କରିବା ଦେଖି କିଛିବାଟ ଯିବା ପରେ କଞ୍ଚଣା ନିକଟ ରେ ଗାଡି ଛାଡ଼ି ଡ୍ରାଇଭର ଜଙ୍ଗଲ ଭିତରକୁ ଚାଲି ଯାଇଥିଲା ।

ଗାଡି ଯାଞ୍ଚ କରିବାରୁ ସେଥିରୁ ୧୦ ଟି ଗଞ୍ଜେଇ ବସ୍ତା ପାଇଛି ପୋଲିସ । ୧୦ଟି ବସ୍ତାରେ ପ୍ରାୟ ୨ କୁଇଁଣ୍ଟାଲ ୧୫ କେଜି ଗଂଜେଇ ଥିବା ବେଳେ ଏହାର ମୂଲ୍ୟ ପ୍ରାୟ ୨୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।