ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଶ୍ରେଣୀଗୃହରେ ପାଠ ପଢ଼ାଇଲେ ବିଧାୟକ, ପରଖିଲେ ଛାତ୍ରଛାତ୍ରୀଙ୍କ ଭୁଲ୍‌

ପାଟଣା ୨୩।୦୭ : ଶ୍ରେଣୀଗୃହରେ ପାଠ ପଢ଼ାଇଲେ ବିଧାୟକ। କେନ୍ଦୁଝର ଜିଲ୍ଲା ପାଟଣା ବିଧାୟକ ଜଗନ୍ନାଥ ନାଏକ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ସାହାରପଡ଼ା ବ୍ଳକ ଖୁଣ୍ଟାପଡ଼ା ପଞ୍ଚାୟତ ଗୋଜିଟାଙ୍ଗିରି ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ ପିଲାଙ୍କୁ ପାଠ ପଢ଼ାଇଥିଲେ ।

ବୃକ୍ଷରୋପଣ କାର୍ଯ୍ୟକ୍ରମ ଶେଷ ହେବା ପରେ ଶ୍ରେଣୀଗୃହରେ ଛାତ୍ରଛାତ୍ରୀଙ୍କର ସାଧାରଣ ଜ୍ଞାନ ପରଖିଥିଲେ ବିଧାୟକ । ତେବେ ବିଧାୟକଙ୍କ ପ୍ରଶ୍ନର ଉତ୍ତରରେ କିଛି ପିଲା ଭୁଲ୍ ଲେଖିଥିଲେ । ଏପିରିକି ପିଲାଙ୍କର ବ୍ୟାକରଣଗତ ଅଶୁଦ୍ଧିକୁ ଉତ୍ତର ଖାତାରେ ବିଧାୟକ ଠିକ୍ କରୁଥିବା ଦେଖାଯାଇଥିଲା ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି