ଅପରାଧ ରାଜ୍ୟ

କୁତାଖାଇ ଗଳିରେ ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ୨ ପଡୋଶୀ ଯୁବକ ଗିରଫ

କଟକ ୨୫।୦୭: କୁତାଖାଇ ଗଳି ହତ୍ୟାକାଣ୍ଡ ଘଟଣାରେ ପୋଲିସର ଆକ୍ସନ । ହତ୍ୟାକାଣ୍ଡରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କଲା ପୋଲିସ । ଏହି ହତ୍ୟାକାଣ୍ଡରେ ପଡୋଶୀ ଘରର ଦୁଇ ଯୁବକଙ୍କ ସଂପୃକ୍ତି ନେଇ ସ୍ପଷ୍ଟ କଲା ପୋଲିସ ।

ଖବର ଅନୁଯାୟୀ, ଗତ ୧୫ ତାରିଖରେ କୁତାଖାଇ ଗଳରେ ବି. ଗୁଣବତୀ ନାମକ ଜଣେ ମହିଳାଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ସେବେଠୁ ପୋଲିସ ସ୍ୱତନ୍ତ୍ର ଟିମ୍‌ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା । ଆଉ ଏବେ ଏହି ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ୨ଜଣଙ୍କୁ ବାନ୍ଧିଲା ପୋଲିସ । ଏହି ହତ୍ୟାକାଣ୍ଡରେ ପଡୋଶୀ ଘରର ଦୁଇ ଯୁବକଙ୍କ ସଂପୃକ୍ତି ନେଇ ସ୍ପଷ୍ଟ କରିଛି ପୋଲିସ । ତେବେ ଲାପଟାପ ଚୋରି ଘଟଣାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।