ଅପରାଧ ରାଜ୍ୟ

ବସ୍‌-ଟ୍ରକ ମଧ୍ୟରେ ଦୁର୍ଘଟଣା, ୧୦ ଗୁରୁତର

ସୁନ୍ଦରଗଡ଼ ୨୫।୦୭: ସୁନ୍ଦରଗଡ଼ ଜରଂଗଲୋଇରେ ବସ୍‌-ଟ୍ରକ ଧକ୍କା । ଏହି ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଏକ ସରକାରୀ ବସ ଜୟପୁରରୁ ରାଉଲକେଲା ଆସୁଥିବା ବେଳେ ସୁନ୍ଦରଗଡ ଜରଂଗଲୋଇ ଠାରେ ଦୁର୍ଘଟଣା ଘଟିଛି । ବସରେ ୪୦ ରୁ ୫୦ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରୁ ୧୦ ରୁ ଅଧିକ ଗୁରୁତର ହୋଇଛନ୍ତି । ବସ ଭିତରେ ଡ୍ରାଇଭର ଚାପି ହୋଇ ରହି ଯାଇଥିବା ବେଳେ ଅଗ୍ନିଶମ ବାହିନୀ ର ଏକ ଟିମ ଘଟଣା ସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାରକରି ସୁନ୍ଦରଗଡ ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।