ଅପରାଧ ରାଜ୍ୟ

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ବେକ ମୋଡ଼ି ହତ୍ୟା କଲା ସ୍ୱାମୀ

ମୋହନା ୩୦।୦୭ : ପାରିବାରିକ କଳହର କରୁଣ ପରିଣତି l ସ୍ତ୍ରୀକୁ ମାଡ଼ ମାରି ବେକ ମୋଡ଼ି ହତ୍ୟା କଲା ସ୍ବାମୀ l ଗଜପତି ଜିଲ୍ଲା ଅଡବା ଥାନା ପlଦେର୍ମl ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l

ଖବର ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ କୌଣସି କାରଣକୁ ନେଇ ଉଭୟ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ଝଗଡା ହୋଇଥିଲା l ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରମୋଦ ସ୍ତ୍ରୀ ପଦ୍ମିନୀକୁ ମୁଥ ମାରିବା ସହ ବେକ ମୋଡ଼ି ହତ୍ୟା କରିଥିଲା l ମୃତକ ସ୍ତ୍ରୀ ପଦ୍ମିନୀ ମଲ୍ଲିକ l ଖବର ପାଇ ଅଡବା ଥାନା ପୋଲିକ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀ ସ୍ବାମୀ ପ୍ରମୋଦ ମଲ୍ଲିକକୁ ଅଟକ ରଖି ତଦନ୍ତ କରୁଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।