ଅପରାଧ ରାଜ୍ୟ

ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ବୋମାମାଡ, ଜଣେ ଆହତ

ବ୍ରହ୍ମଗିରି ୫।୮: ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମୁହାଁମୁହିଁ । ଗୋଷ୍ଠୀ ସଂଘର୍ଷରୁ ବୋମାମାଡ ହୋଇଛି । ବୋମାମାଡରେ ଜଣେ ଆହତ ହୋଇଛନ୍ତି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ସିଆରା ଗାଁରେ ଚିଙ୍ଗୁଡ଼ି ଘେରିକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଗୋଷ୍ଠୀ ସଂଘର୍ଷକୁ ନେଇ ବୋମାମାଡ଼ ହୋଇଛି । ବୋମାମାଡରେ ଜଣେ ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ହେଲେ ସୁମନ୍ତ ପ୍ରଧାନ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।