ଅପରାଧ ରାଜ୍ୟ

ବାଇକ ସହ ବାଇକ ମୁହାଁମୁହିଁ ଧକ୍କା, ଯୁବକ ମୃତ

ସୋରୋ ୧୩/୦୮: ବାଇକ ସହିତ ବାଇକ ମୁଁହାମୁହିଁ ଧକ୍କା । ଫଳରେ ଜଣେ ମୃତ ଜଣେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଛକରେ ଦୁଇଟି ବାଇକ ମୁଁହାମୁହିଁ ଧକ୍କା ହେବା ଫଳରେ ଜଣେ ଯୁବକ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକ ଆମ୍ବୁଲାନ୍ସରେ ଗୁରୁତର ଅବସ୍ଥାରେ ଯୁବକଙ୍କୁ କଟକ ନେଇଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ନିକଟ ବିଦୁ ନିକଟରେ ମୃତ୍ୟୁ ହୋଇଥିବା ବେଳେ ସୋର ମେଡ଼ିକାଲଙ୍କୁ ଆଣିଥିଲେ । ମୃତ ବ୍ୟକ୍ତି ହେଉଛନ୍ତି ବୈଶିଙ୍ଗା କୁରୁଣିଆ ଗ୍ରାମର ହରିହର ସିଂ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।