ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ପ୍ରକାଶ ପାଇଲା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ +୩ ଶେଷ ବର୍ଷ ରେଜଲ୍ଟ : ୯୧.୮୯ ପ୍ରତିଶତ ପାସ୍

ବ୍ରହ୍ମପୁର ୧୫।୮: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ତିନି ଶେଷ ବର୍ଷର ପରୀକ୍ଷା ଫଳ ପ୍ରକାଶ ପାଇଛି । ମୋଟ୍ ପାସ୍ ହାର ୯୧.୮୯ ପ୍ରତିଶତ ରହିଛି। ତେବେ କଳାରେ ପାସ୍ ହାର ୯୩.୬୭ ପ୍ରତିଶତ ରହିଛି । ସେହିଭଳି ବାଣିଜ୍ୟରେ ୮୦.୧୭ ପ୍ରତିଶତ ପାସ୍‌ ହାର ରହିଥିବା ବେଳେ ବିଜ୍ଞାନରେ ୮୯.୫୦ ପ୍ରତିଶତ ପାସ୍ ହାର ରହିଛି । ମୋଟ୍ ୧୯୪୯୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୭୯୧୪ ଜଣ କୃତକାର୍ଯ୍ୟ ହୋଇଥିବା ବିଶ୍ଵବିଦ୍ୟାଳୟ ପକ୍ଷରୁ ପ୍ରକାଶ।

ତେବେ କଳାରେ ମୋଟ୍ ୧୩୨୭୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୧୨୪୩୪ ଜଣ ପାସ୍ କରିଛନ୍ତି । ସେହିପରି ବାଣିଜ୍ୟରେ ୯୪୩ ଜଣ ପରୀକ୍ଷା ଦେଇଥିବା ବେଳେ ୭୫୬ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ବିଜ୍ଞାନରେ ୫୨୭୮ ଜଣ ପରୀକ୍ଷା ଦେଇଥିବା ବେଳେ ୪୭୨୭ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି