ରାଜ୍ୟ ରାଶିଫଳ

ଅଗଷ୍ଟ ୧୮ ତାରିଖ, ଗୁରୁବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ:~ ସକାଳୁ ସକାଳୁ ଅନ୍ୟମନସ୍କାତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଜଣେ ସହକର୍ମୀ ଆପଣଙ୍କ କାମଗୁଡିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାର ସାହାର୍ଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ କିଛି ଗପଇଙ୍ଗ ପରିସ୍ଥିତିକୁ ସାବଧାନରେ ଆପଣ ସମର୍ଥ ହେବେ

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ

କର୍ମଜୀବି- ଜଳଯାତ୍ରା ମନା

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି

ଚାଷୀ- ଶ୍ରମ ସାର୍ଥକ ହେବ

ବୃଷ:~ ଶିଳ୍ପ, ବାଣିଜ୍ୟ ଓ ପିବହନ ପାଇଁ ଦିନଟି ମନ୍ଦ ନୁହେଁ। ସମ୍ପର୍କୀୟଙ୍କ ସାହାର୍ଯ୍ୟ ଓ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ । ଯାତ୍ରା କାଳରେ ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୭

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ମିଥୁନ:~ ଜମିଜମା, କଳାକାରଖାନା, ହୋଟେଲ ଶିଳ୍ପ, ମନୋରଞ୍ଜନ, ଯାତ୍ରା ଓ ଭ୍ରମଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ସମସୟା ସମାଧାନ ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ସନ୍ତୋହଜନକ ଅର୍ଥାଗମ ହେବାର ସମ୍ଭାବନା ରହିଛି। ଶୁଭ ରଙ୍ଗ ଲାଲ୍ , ଶୁଭ ଅଙ୍କ ୨

ଚାଷୀ- ପୋଖରୀ/ଗଡ଼ିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

ଗୃହିଣୀ- ସୁଖ ଅନୁଭବ କରିବେ।

କର୍କଟ:~ ପାରିବାରିକ ଓ ଲୋକ ସମର୍ଥନ ଆପଣଙ୍କ ପଛରେ ରହିଥିବା କାରଣରୁ ସମସ୍ୟା ମୁକ୍ତ ହେବେ। ବନ୍ଧୁଙ୍କ ଗହଣରେ ସକାଳୁ ଆନୁଷ୍ଠାନିକ କାମରେ ନିଜକୁ ମଜ୍ଜାଇ ରଖିବେ। ଗତକାଲି ଠାରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ।

ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୬

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- କରତ୍‌କର୍ମା ହେବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ସିଂହ:~ ଆକସ୍ମିକ ଭାବରେ ଜଣେ ନୀଚ୍ଚ ଜାତିର ବ୍ୟକ୍ତିଙ୍କ ଅବଦାନ ଭୁଲି ପାରିବେ ନାହିଁ। ବନ୍ଧୁଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରତ୍ମକ ଭାବ ଉଦ୍ରେକ ହେବ ନାହିଁ। ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ଣରେ କଳହର ସାମ୍ନା କରିପାରନ୍ତି।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୮

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।

କନ୍ୟା:~ ନିଜର ଆତ୍ମୀୟ ତଥା ସମଶ୍ରେଣୀୟ ବ୍ୟକ୍ତିମାନଙ୍କ ଈର୍ଷା ଓ ସମାଲୋଚନାର ପାତ୍ର ହେବାକୁ ପଡିପାରେ। ସ୍ଥଗିତ କାମଗୁଡିକ ଆଜି ସମ୍ପନ୍ନ ହୋଇପାରେ। ଆନୁଷ୍ଠାନିକ ସାହାର୍ଯ୍ୟ ଓ ସହ-ଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ।

ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୩

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ତୁଳା:~ ଖର୍ଚ୍ଚ ପରିମାଣ ବଢିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଯାହା ଓ ଯେତିକି ପାଇବା କଥା , ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନକଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୯

ବ୍ୟବସାୟୀ- ବିଜୟୀ ହେବେ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବିଛା:~ ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ। କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ । ପାରିବାରିକ ସମସ୍ୟା ସମାଧାନରେ ପଡୋଶୀ ମୁଖ୍ୟ ଭୂମିକା ନିଭାଇବେ ।

ଶୁଭ ରଙ୍ଗ କ୍ରୀମ୍, ଶୁଭ ଅଙ୍କ ୪

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ଧନୁ:~ ଯାତ୍ରାରେ ଟେନସନ୍ ଲାଗି ରହିବ, କିନ୍ତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲାରେ ସମର୍ଥ ହୋଇପାରନ୍ତି। ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।

ଶୁଭ ରଙ୍ଗ ୟେଲୋ, ଶୁଭ ଅଙ୍କ ୧

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ମକର:~ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଶାସ୍ତ୍ରାନୁଶୀଳନ,କଳା ସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି। ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ।

ଶୁଭ ରଙ୍ଗ ନୀଳ, ଶୁଭ ଅଙ୍କ ୬

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

କୁମ୍ଭ:~ ସକାଳୁ ସକାଳୁ ପ୍ରତିକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ। ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭବାନ୍ ହୋଇପାରନ୍ତି। ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ।

ଶୁଭ ରଙ୍ଗ ନାରଙ୍ଗୀ, ଶୁଭ ଅଙ୍କ ୮

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ଜଳଯାତ୍ରା ମନା।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଶ୍ରମ ସାର୍ଥକ ହେବ।

ମୀନ:~ ନୀଚ୍ଚ ସଂସର୍ଗରୁ ଦୁରେଇ ରହନ୍ତୁ, ନହେଲେ ଆକସ୍ମିକ ଭାବେ ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ। ଆନୁଷ୍ଠାନିକ କାମରେ ଉତ୍ସର୍ଗୀକୃତ ମନୋଭାବ ନେଇ ପ୍ରଶଂସିତ ହେବେ। ପଡୋଶୀଙ୍କ ସହ ସୁସମ୍ପକ ସ୍ଥାପନ ହିତକର ହେବ। ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୩ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- କରତ୍‌କର୍ମା ହେବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।