ଅପରାଧ ରାଜ୍ୟ

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା, ତିନି ଦିନ ତଳେ ଘରୁ ଉଠାଇନେଥିଲେ ୨ ଯୁବକ !

ରାଉରକେଲା ୧୮।୦୮: ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସୁନ୍ଦରଗଡ଼ କୋଇଡା ଥାନା ସେଗ ସାହି ଜଙ୍ଗଲରୁ ମୃତଦେହ ଠାବ ହୋଇଛି । କୋଇଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଅଭିଯୋଗ ଅନୁଯାୟୀ, ତିନି ଦିନ ତଳେ ୨ଜଣ ଯୁବକ ନାବାଳିକାଙ୍କୁ ଘରୁ ଉଠାଇ ନେଇଥିଲେ । ଏବେ ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ପରିବାର କହିଛନ୍ତି । ପୋଲିସ ଘଟଣାସଂପର୍କରେ ସୂଚନା ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେହିପରି ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ କରୁଥିବା ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।