ଅପରାଧ ରାଜ୍ୟ

ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ତାଲା ଭାଙ୍ଗି ମନ୍ଦିରରୁ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର

ସୋରୋ ୨୨/୦୮: ତାଲା ଭାଙ୍ଗି ମନ୍ଦିରରୁ ଠାକୁରଙ୍କ ୨ ରୁ ୩ ଲକ୍ଷ ଟଙ୍କାର ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ଵର ଜିଲ୍ଲା ସୋର ଥାନା ସାଦମାପୁର ଗ୍ରାମରେ ନୃସିଂହ ଲକ୍ଷ୍ମୀନାରାୟଣ ମନ୍ଦିରରୁ ବିଳମ୍ବିତ ରାତିରେ ମନ୍ଦିରର ଫାଟକ ପଡିଥିବା ତାଲାକୁ ଭାଙ୍ଗି ଠାକୁର ବିଭିନ୍ନ ଅଳଙ୍କାର ଲୁଟିନେଇଛନ୍ତି ।

ଏହାସହ ୮ଟି ସୁନା ଓ ରୁପା ମୁକୁଟ ଯାହାର ଆନୁମାନିକ ମୂଲ୍ୟ ୨ ରୁ ୩ ଲକ୍ଷ ଟଙ୍କାର ଗହଣା ହେବ ବୋଲି ଜଣାପଡିଛି । ଆଜି ସକାଳେ ପୂଜାରୀ ପୂଜା କରିବାକୁ ଆସିଥିବାବେଳେ ଜାଣିବାକୁ ପାଇଥିଲେ ଲୁଟ ହୋଇଛି ବୋଲି । କିଛିଦିନ ବ୍ୟବଧାନ ପରେ ପୁଣି ଦୁର୍ବୃତ୍ତଙ୍କର ଟାର୍ଗେଟ ମନ୍ଦିରକୁ କରୁଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।