ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ମାନହାନୀ ମକଦ୍ଦମା ରୁଜୁ କଲେ ପ୍ରକୃତି, ୫ କୋଟି ୧୦ ଲକ୍ଷ ଟଙ୍କାର କଲେ କେସ୍‌

ଭୁବନେଶ୍ୱର ୨୪।୦୮: ପ୍ରକୃତି-ବାବୁସାନ୍‌-ତୃପ୍ତି ବିବାଦ ମାମଲା । ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନି ମକଦ୍ଦମା ଦାୟର କଲେ ପ୍ରକୃତି ମିଶ୍ର । ଭୁବନେଶ୍ୱର କୋର୍ଟରେ ମାମଲା ଦାୟର କଲେ ପ୍ରକୃତି ମିଶ୍ର ।

ଖବର ଅନୁଯାୟୀ, ରାଜଧାନୀ ରାଜରାସ୍ତାରେ ଘଟିଥିବା ହାଇଡ୍ରାମା ଘଟଣାରେ ଆଉ ଏକ ଟ୍ୱିଷ୍ଟ । ମଙ୍ଗଳବାର ହାଇକୋର୍ଟରେ ମାମଲା ଦାୟର କରିବା ପରେ ଏବେ (ବୁଧବାର ) ଦିନ ଭୁବନେଶ୍ୱର କୋର୍ଟରେ ମାନହାନି ମକଦ୍ଦମା ମାମଲା ଦାୟର କରିଛନ୍ତି ପ୍ରକୃତି ମିଶ୍ର । ମୋଟ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନି ମକଦ୍ଦମା ରୁଜୁ କରିଛନ୍ତି ପ୍ରକୃତି ମିଶ୍ର । ବାବୁସାନ୍‌ଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁର ଲଳିତ ଶତପଥୀଙ୍କ ନାଁରେ ମାନହାନୀ ମାମଲା ଦାୟର କରିଛନ୍ତି ପ୍ରକୃତି ମିଶ୍ର ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।