ଅପରାଧ ରାଜ୍ୟ

କଟକରୁ ନକଲି ମେଡିସିନ ଜବତ ଘଟଣା, ଦୁଇ ହୋଲସେଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କଟକ ୧୧।୦୯ : କଟକରୁ ନକଲି ମେଡିସିନ ଜବତ ହେବା ଘଟଣା। ନକଲି ମେଡିସିନ ବିକୁଥିବା ଦୁଇ ହୋଲସେଲରଙ୍କ ବିରୋଧରେ ଗ୍ରହଣା କଲା କଟକ ଜିଲ୍ଲା ଡ୍ରଗିଷ୍ଟ ଆଣ୍ଡ କେମିଷ୍ଟ ସଂଘ। ଉଭୟ ବ୍ୟବସାୟୀଙ୍କର ସଦସ୍ୟତା ମଧ୍ୟ ରଦ୍ଧ କଲା ସଂଘ। ଏଥିସହ ଏଭଳି ବ୍ୟବସାୟୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସଂଘ। କଟକ ଜିଲ୍ଲା ସଂଘ ସଭାପତି ଭାଗବତ ସାହୁଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, କିଛି ଦିନ ତଳେ କଟକର ବିଭିନ୍ନ ସ୍ଥାନରେ ନକଲି ମେଡିସିନ୍‌ କାରବାର ନେଇ ସୂଚନା ପାଇଥିଲା ଡ୍ରଗ କଂଟ୍ରୋଲର ଟିମ । ଏହାପରେ ଉକ୍ତ ସ୍ଥାନମାନଙ୍କରେ ଚଢାଉ କରିଥିଲେ । ଏହି ଚଢାଉରେ ବିପୁଳ ପରିମାଣର ନକଲି ମେଡିସିନ ଜବତ ମଧ୍ୟ ହୋଇଥିଲା । ଏକ ନାମୀ କମ୍ପାନୀର ଔଷଧକୁ ନକଲି ବିକ୍ରି କରୁଥିଲେ । ଆଉ ଏବେ ଦୁଇ ହୋଲସେଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି କଟକ ଜିଲ୍ଲା ଡ୍ରଗିଷ୍ଟ ଆଣ୍ଡ କେମିଷ୍ଟ ସଂଘ । ଏହାସହିତ ଉଭୟ ବ୍ୟବସାୟୀଙ୍କର ସଦସ୍ୟତା ମଧ୍ୟ ରଦ୍ଧ କରିଛି ସଂଘ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।