ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ବନ କର୍ମଚାରୀ, ଗାଁକୁ ଯାଉଥିବାବେଳେ ମାଡିବସିଲା ଅଧିକାରୀ

ଧର୍ମଗଡ ୧୩/୦୯: ଭିଜିଲାନ୍ସ ପଞ୍ଜାରେ ବନ କର୍ମଚାରୀ । କଳାହାଣ୍ଡି ଭବାନୀପାଟଣାରେ ରାତିଅଧିଆ ଭିଜିଲାନ୍ସ ରେଡ । ସଗଡା ବନବିଭାଗର ଫରେଷ୍ଟର ଯୋଗେନ୍ଦ୍ର ମାଝୀ ୨ ଲକ୍ଷ ନେଇ ନିଜ ଗାଁକୁ ଯାଉଥିଲେ ।

ଭବାନୀପାଟଣା ଇରିଗେଶନ ଛକ ଠାରେ କଳାହାଣ୍ଡି ମାଲନକାନଗିରି ଓ କୋରାପୁଟ ଭିଜିଲାନ୍ସ ଟିମ ଖବର ପାଇ ଏକାକାଳୀନ ଚଢ଼ାଉ କରିଥିଲେ । ଫଳରେ ଫରେଷ୍ଟର ମାଝୀଙ୍କ ଠାରୁ ୨ଲକ୍ଷ ଜବତ କରି ଭବାନୀପାଟଣା ଭିଜିଲାନ୍ସ ଅଫିସୃକୁ ଆଣି ପଚରା ଉଚରା ଜାରି ରଖିଛି l ପୂର୍ବରୁ ମଧ୍ୟ ତାଙ୍କ ନାଁ ରେ ବିଭିନ୍ନ ଅଭିଯୋଗ ଥିବା ସୂଚନା ମିଳିଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।