ଅପରାଧ ରାଜ୍ୟ

ମର୍ମନ୍ତୁଦ ଦୁର୍ଘଟଣା, ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍

ରାୟପୁର ୨୨।୦୯: ଛତିଶଗଡ଼ ଜୟପୁର ପଥଲଗାଓଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨ ବାଇକ ଚାଳକଙ୍କ ସହ ବସ୍ ରେ ଥିବା ଜଣଙ୍କର ମୃତ୍ୟୁ ହୋଇଛି । ବସ୍ ରେ ଥିବା ଅନ୍ୟ ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ, ବସ୍ ଟି ଛତିଶଗଡ଼ରୁ ଅମ୍ବିକାପୁର ଯାଉଥିଲା । କିନ୍ତୁ ଅଧାରାସ୍ତାରେ ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲପଟିପଡିଥିଲା ବସ୍‌ । ଯାହାଫଳରେ କିଛି ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଆହକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପଥାଲଗାଓଁ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।