ଅପରାଧ ରାଜ୍ୟ

ଏସସିବି ମେଡିକାଲ୍ ପରିସରରେ ଏକ୍ସପାରି ଔଷଧ ବିକ୍ରି ଅଭିଯୋଗ

କଟକ: ଏସସିବି ମେଡିକାଲ୍ ପରିସରରେ ଏକ୍ସପାରି ଔଷଧ ବିକ୍ରି ଅଭିଯୋଗ ହୋଇଛି। କଲ୍ୟାଣୀ ମେଡିକାଲ ଷ୍ଟୋର ଏକ୍ସପାରି ଔଷଧ ବିକ୍ରି ହେଉଥିବା ନେଇ ଅଭିଯୋଗ ଆସିଛି। ମେଡିକାଲ କର୍ତ୍ତୃପକ୍ଷଙ୍କ ନିକଟରେ ରୋଗୀଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ଅଗଷ୍ଟ ମାସର ଏକ୍ସପାରି ରକ୍ତଚାପ ଔଷଧ ବିକ୍ରି ହୋଇଥିଲା।

Video Player

00:00
01:51

ଏନେଇ ଏସସିବି ପ୍ରଶାସନିକ ଅଧିକାରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଏ ନେଇ ଡ୍ରଗ କଣ୍ଟ୍ରୋଲ ବିଭାଗକୁ ଅବଗତ କରାଯିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।