ଅପରାଧ ରାଜ୍ୟ

ଅଜଣା ଗାଡି ଧକ୍କାରେ ସ୍ତ୍ରୀ ମୃତ, ସ୍ୱାମୀ ଓ ଦିଅର ଆହତ

ପାଟଣା ୨୮।୦୯ : କେନ୍ଦୁଝର ଜିଲ୍ଲା ୨୨୦ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡିରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଓ ଦିଅର ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ନୁସୁରିପଶି ଗାଁର ସୋମବାରୀ ମୁଣ୍ଡା , ସ୍ୱାମୀ ଓ ଦିଅରଙ୍କ ଲୁନା ଯୋଗେ ଗାଁ ନିକଟରେ ଥିବା ବଇଦଙ୍କ ନିକଟକୁ ଯାଇଥିଲେ । କିଛି ଦିନ ଧରି ତାଙ୍କର ଦେହ ଅସୁସ୍ଥ ରହିଥିଲା । ସେଠାରେ ଫେରିବା ସମୟରେ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଓ ଦିଅର ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ପରେ ଟ୍ରକ୍‌ଟି ଫେରାର ହୋଇଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।