ଅପରାଧ ରାଜ୍ୟ

ମାନସିକ ରୋଗୀଙ୍କୁ ଅକଥନୀୟ ନିର୍ଯ୍ୟାତନା, ସରକାରୀ ମେଡିକାଲରେ ଚାଲିଛି ଝଡାଫୁଙ୍କା

ଅନୁଗୁଳ ୨୮।୦୯: ଅନୁଗୁଳ ମୁଖ୍ୟ ଡାକ୍ତରଖାନାରେ ଅଭାବନୀୟ ଘଟଣା। ଜଣେ ମାନସିକ ରୋଗୀଙ୍କୁ ଅକଥନୀୟ ନିର୍ଯ୍ୟାତନା ଦେଇଛନ୍ତି ଝଡ଼ାଫୁଙ୍କା କରୁଥିବା ଲୋକ । ମାନସିକ ରୋଗୀ ଜଣକ ଫିଙ୍ଗା ଫୋପଡା କରୁଥିବା ବେଳେ ତାକୁ ବାନ୍ଧି ଝଡାଫୁଙ୍କା କରିଥିଲେ। ଏହି ସମୟରେ ଦେଖଣାହାରୀ ସାଜିଥିଲେ ମେଡ଼ିକାଲ କର୍ତ୍ତୃପକ୍ଷ। ଏମିତି ଅଧଘଣ୍ଟା କାଳ ଚାଲିଥିଲା ଡ୍ରାମା। ରେଗୀ ଜଣକ ମେଡିକାଲରୁ ପଳାଇବା ପାଇଁ ଚେଷ୍ଟା କରୁଥିବା ବେଳେ ତାଙ୍କୁ ବିଧା ଗୋଇଠା ମଧ୍ୟ ମରାଯାଇଛି । ଏସବୁ ଭିତରେ ପ୍ରଶ୍ନ ଉଠୁଛି ସରକାରୀ ଡାକ୍ତରଖାନାରେ ଏମିତି ଝଡାଫୁଙ୍କା ଚାଲିଥିଲା କେମିତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।