ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା, ମା’ଙ୍କ ଦର୍ଶନ ଲାଗି ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

ଜଗତସିଂହପୁର ୩୦/୦୯: ଆଜି ମା ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା । ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା ଶାରଳା ଙ୍କ ପୀଠ ।

ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ପାର୍ବଣ ପୂଜା ମହାଷ୍ଟମୀ ପର୍ଯ୍ୟନ୍ତ ୧୬ ଦିନ ବ୍ୟାପୀ ମାଙ୍କ ପୀଠରେ ଅନୁଷ୍ଠିତ ହେବ । ଏହି ଅବସରରେ ମା ଶାରଳା ଙ୍କୁ ବିଭିନ୍ନ ବେଶରେ ସୁସଜିତ କରାଯିବା ସହିତ ମା ଙ୍କ ପୀଠରେ ପ୍ରତିଦିନ ଷୋଡଶ ଉପଚାର ପୂଜାଵ ଓ ଚଣ୍ଡୀ ପାଠ ଆଦି ଆୟୋଜିତ ହେଉଛି । ଏହି ସମୟରେ ମା ଙ୍କୁ ଦର୍ଶନ କରିବା ପାଇଁ ଦୂର ଦୁରାନ୍ତରରୁ ଶ୍ରଦ୍ଧାଳୁ ମାନଙ୍କର ଭିଡ ଜମୁଥିବାର ଦେଖା ଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ