ଅପରାଧ ରାଜ୍ୟ

ପୁତୁରା ମାଡ଼ରେ ଖୁଡୀ ମୃତ, ଅଭିଯୁକ୍ତ ଫେରାର

ଜି. ଉଦୟଗିରି ୦୬।୧୦ : ପୁତୁରା ମାଡ଼ରେ ଖୁଡୀ ମୃତ । କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଟିକାବାଲି ଥାନା ବରପଦା ସାହିରେ ଘଟିଛି ଘଟଣା । ମୃତକଙ୍କ ନାମ ଚାନ୍ଦିନୀ କହଁର । ହତ୍ୟାକାରୀ ପୁତୁରୁ ଟୁଟୁ କହଁର ଫେରାର ହୋଇଯାଇଥିବା ସୂଚନା ମିଳିଛି । ତେବେ ହତ୍ୟାକାଣ୍ଡର କାରଣ ଏବେ ଯାଏଁ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଜାରି ରଖିଛି । ଏପିରିକି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ପୋଲିସ ବୋଲି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।