ଅପରାଧ ରାଜ୍ୟ

ରଶି ଲଗାଇ ୧୮ ବର୍ଷୀୟା ଯୁବତୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ମାହାଙ୍ଗା,୦୬।୧୦ : ବେକରେ ରଶି ଲଗାଇ ୧୮ ବର୍ଷୀୟା ଯୁବତୀଙ୍କ ଆତ୍ମହତ୍ୟା । ମାହାଙ୍ଗା ବ୍ଲକ ପଣସପୁର ପଞ୍ଚାୟତର ସାହାସପୁର ଗ୍ରାମରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ସର୍ବେଶ୍ଵର ବେହେରାଙ୍କ ଝିଅ କଣ୍ଢେଇ ବେହେରା ଘରେ କେହି ନଥିବା ବେଳେ ବେକରେ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି । ଗ୍ରାମବାସୀ ଓ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ମାହାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିବା ସହ ଶବ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡିକାଲ ପଠାଇ ଦେଇଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସର ତଦନ୍ତ ଚାଲୁ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।