ଅପରାଧ ରାଜ୍ୟ

ଅର୍ଚ୍ଚନା ନାଗ୍‌ଙ୍କୁ ମିଳିଲାନି ଜାମିନ, ଆବେଦନକୁ ଗ୍ରହଣ କଲେନି ଭୁବନେଶ୍ୱର SDJM

ଭୁବନେଶ୍ୱର ୧୭/୧୦: ବ୍ଲାକମେଲିଂ କୁଇନ ଅର୍ଚ୍ଚନା ନାଗ୍‌ ଗିରଫ ମାମଲା । ଅର୍ଚ୍ଚନା ନାଗ୍‌ ଜାମିନ ଆବେଦନ ଖାରଜ । ଜାମିନ ଖାରଜ କଲେ ଭୁବନେଶ୍ୱର SDJM ।

ଗତ ଶୁକ୍ରବାର ଅର୍ଚ୍ଚନାଙ୍କ ଜାମିନ ଆବେଦନ କରିଥିଲେ ତାଙ୍କ ଓକିଲ ଦେବାଶିଷ ମହାପାତ୍ର । ତେବେ ଏବେ ତାଙ୍କୁ ବେଲ୍ ମିଳିଲାନି ଫଳରେ ପୁଣିଥରେ ସେ ଜେଲକୁ ଫେରିବେ ବୋଲି ଶୁଣିବାକୁ ମିଳିଛି । ସେପଟେ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟ ଉପରୁ ପରଦା ହଟାଇବାକୁ ୫ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିବ ଖଣ୍ଡଗିରି ଥାନା ପୋଲିସ ।

ରିମାଣ୍ଡରେ ନେଇ ସମସ୍ତ ରହସ୍ୟ ଉପରୁ ହଟାଇବାକୁ ପୋଲିସ ତନାଘନା ଚଳାଇଛି । ତେବେ ରିମାଣ୍ଡ ମିଳିବା ପରେ ଅର୍ଚ୍ଚନାକୁ ପୋଲିସ ଥାନାରେ ଆଣି ପଚରାଉଚୁରା କରିବ ନା ଝାରପଡା ଜେଲରେ ହିଁ ଜେରା କରିବ ତାକୁ ନେଇ ପ୍ରଶ୍ନ ଉଠିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।