ଅପରାଧ ରାଜନୀତି ରାଜ୍ୟ

ପୂର୍ବତନ ଯୁବ ବିଜେଡି ଉପସଭାପତିଙ୍କ ଗାଡି ଉପରକୁ ବୋମାମାଡ଼, ୨ଟି ଅଫୁଟା ବୋମା ଜବତ

କାମାକ୍ଷାନଗର ୧୮।୧୦ : ଢେଙ୍କାନାଳ ଜିଲ୍ଲାର ପୂର୍ବତନ ଯୁବ ବିଜେଡି ଉପସଭାପତିଙ୍କ ଗାଡି ଉପରକୁ ବୋମାମାଡ଼। କାହ୍ନୁ ସାହୁଙ୍କ ମଢିସାହି ସ୍ଥିତ ବାସଭବନ ଠାରେ ଥିବା ଗାଡି ଉପରକୁ ବୋମାମାଡ଼ ହୋଇଛି।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୃତ୍ତ ଏକ ବାଇକ୍ ଯୋଗେ ଆସି ଗାଡି ଉପରକୁ ୩ଟି ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ଏବେବି ୨ଟି ଅଫୁଟା ବୋମା ପଡ଼ିରହିଛି। ଖବର ପାଇ କାମାକ୍ଷାନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର