ଅପରାଧ ରାଜ୍ୟ

ବାଣବିକ୍ରି, ଦାଦାବଟି ମାଗିବାକୁ ନେଇ ଗୁଳିକାଣ୍ଡ: ଦୁଇ ଗୁରୁତର, ମୁଖ୍ୟ ଅଭିଯୁକ୍ତ ଫେରାର୍

ବାଙ୍କୀ ୨୪/୧୦: ବାଙ୍କୀ ଥାନା ଅନ୍ତର୍ଗତ ବାଆଁରା ଗ୍ରାମରେ ଗୁଳିକାଣ୍ଡ । ବାଣବିକ୍ରି ବାବଦରେ ଦାଦା ବଟି ମାଗିବାକୁ ନେଇ ଏହି ଗୁଳିକାଣ୍ଡ ଘଟିଛି । ଏହି ଗୁଳିମାଡ଼ରେ ଦୁଇଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କଟକ ମେଡିକାଲ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ମୂଖ୍ୟ ଅଭିଯୁକ୍ତ ବଣ୍ଟି ପାତ୍ର ଫେରାର ହୋଇଯାଇଛି । ଘଟଣାରେ ବଣ୍ଟି ପାତ୍ରର ବାପା ଓ ଭାଇ ଦୁଇଜଣଙ୍କୁ ବାଙ୍କୀ ଥାନା ପୋଲିସ ଅଟକ ରଖି ଚଳାଇଛି ତଦନ୍ତ । ସେପଟେ ଗୁଳିକାଣ୍ଡ ଗୁରୁତ୍ୱ ହୋଇଥିବା ଆହତଙ୍କ ମାନେ ରୋଜ ସାହୁ ଅନ୍ୟ ଜଣଙ୍କ ନାମ ଗଣେଶ୍ୱର ରାଉତ । ସେମାନଙ୍କ ମଧ୍ୟରୁ ଜଣଙ୍କ ଘର ବାଆଁରା ଓ ଅନ୍ୟ ଜଣଙ୍କ ଘର ରାମଚଣ୍ଡୀ ଅଞ୍ଚଳର ବୋଲି ମିଳିଛି ସୂଚନା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।