ଅପରାଧ ରାଜ୍ୟ

ବାଣ ତିଆରି ବେଳେ ବିସ୍ଫୋରଣ, ଜଣେ ମୃତ

ସାନଖେମୁଣ୍ଡି ୨୯।୧୦ : ବାଣ ତିଆରି ବେଳେ ବିସ୍ଫୋରଣ, ଜଣେ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଏଭଳି ବଡ଼ଧରଣର ଅଘଟଣ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ନିଜ ଘରର ଛାତ ଉପରେ ବାଣ ଭିଡୁଥିବା ବେଳେ ଫୁଟିଗଲା । ଏଥିରେ ଖଲ୍ଲିକୋଟ କରଣ ସାହିର ୩୦ବର୍ଷୀୟ ଜିତେନ୍ଦ୍ର ପ୍ରଧାନଙ୍କ ମୃତ୍ୟୁ ହୋଇଛି । ରାମାୟଣ ନାଟକ ପାଇଁ ଜିତେନ୍ଦ୍ର ବାଣ ଭିଡୁଥିଲେ । ଏହି ଘଟଣା ନେଇ ଖଲ୍ଲିକୋଟ ପୋଲିସ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।