ଅପରାଧ ରାଜ୍ୟ

ଅର୍ଚ୍ଚନା ନାଗ ଗିରଫ ମାମଲା, ଆସନ୍ତା ୫ରେ ଶୁଣାଣି କରିବେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ

ଭୁବନେଶ୍ୱର ୦୧।୧୧: ବ୍ଲାକମେଲ୍‌ କ୍ୱିନ୍‌ ଅର୍ଚ୍ଚନା ନାଗ ଗିରଫ ମାମଲା । ଆସନ୍ତା ୫ ତାରିଖରେ ଅର୍ଚ୍ଚନାଙ୍କ ମାମଲାର ହେବ ଶୁଣାଣି । ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଅଭିଯୋଗ ଉପରେ ଶୁଣାଣି ହେବ । ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ କରିବେ ଶୁଣାଣି । ପୂର୍ବରୁ ଗତ ଅକ୍ଟୋବର ୧୪ ତାରିଖରେ ମାମଲାର ହୋଇଥିଲା ଶୁଣାଣୀ ।

ସୂଚନାଯୋଗ୍ୟ ଯେ, ୨୦୧୬ରେ ଘର ଭଡା ନେଇ ଭୁବନେଶ୍ୱରରେ ରହୁଥିବା ଅର୍ଚ୍ଚନା ୨୦୨୦ ବେଳକୁ କୋଟି କୋଟି ଟଙ୍କାର ମାଲିକ ହୋଇଥିଲେ । ମାତ୍ର ୫ବର୍ଷରେ ଏତେ ଟଙ୍କାର ସମ୍ପତ୍ତି ସେ କେମିତି ଉପାର୍ଜନ କଲେ ତାର ହିସାବ ଖୋଜିବ ପୋଲିସ । ଗତ ୬ମାସ ଭିତରେ ଏଥିରେ ୫କୋଟି ଟଙ୍କା ନେଣଦେଣ ହୋଇଥିବା ଜଣାପଡିଛି । ପ୍ରତି ଆକାଉଣ୍ଟରେ ହୋଇଥିବା ବଡ ବଡ ପରିମାଣର ଟଙ୍କା ନେଣଦେଣ ଏବେ ପୋଲିସ ସ୍କାନରରେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।