ଅପରାଧ ରାଜ୍ୟ

ବିଚ୍‌ ରାସ୍ତାରେ ମହିଳାଙ୍କୁ ହାଣିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

ଉଦଳା ୦୧।୧୧ : ବିଚ୍‌ ରାସ୍ତାରେ ମହିଳାଙ୍କୁ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ପଦ୍ମିନୀ ପ୍ରଧାନ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଜୁନପାଳ ଗାଁରେ ଘଟିଛି ଏହି ଘଟଣା ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ କୁନପାଳ ଗାଁ ଛକରେ କିଛି ଦୁର୍ବୃତ୍ତମାନେ ଆସି ଜଣେ ମହିଳାଙ୍କୁ ବିଚ୍‌ ରାସ୍ତାରେ ହାଣିଥିଲେ । ଏହାପରେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦଳା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ମହିଳାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।