ଅପରାଧ ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ

ଖୋର୍ଦ୍ଧା ୦୨।୧୧ : ଖୋର୍ଦ୍ଧା ବୋଲଗଡ଼ ପଞ୍ଚୁକୋଟର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍‌ ଓ ଟ୍ରକ ଧକ୍କାରେ ୩ଜଣଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଏକ କାର୍‌ ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକଟି ୫୭ ନମ୍ବର ଜାତୀୟ ରାଜପଥ ବୋଲଗଡ଼ ନିକଟସ୍ଥ ପଞ୍ଚୁକୋଟ ଠାରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ମୋଟ ତିନି ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଖବର ପାଇ ବୋଲଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଜବତ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।