ଅପରାଧ ରାଜ୍ୟ

STF ପଞ୍ଝାରେ ବାଘ ଛାଲ ବେପାରୀ, କଳାରପତରିଆ ବାଘ ଛାଲ ଜବତ

ଭୁବନେଶ୍ୱର ୦୫।୧୧ : ଏସ୍‌ଟିଏଫ୍‌ ପଞ୍ଝାରେ ବାଘ ଛାଲ ବେପାରୀ । ବାଘ ଛାଲ ବ୍ୟବସାୟୀ ଭଗବତ ଗିରଫ । ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘ ଛାଲ ଜବତ । ଭାଗବତ ନୟାଗଡ଼ ଓ କନ୍ଧମାଳ ଜଙ୍ଗଲରୁ ବାଘ ମାରିଥିବା ସୂଚନା । ଏନେଇ ଅଧିକ ଖୋଲତାଡ଼ କରୁଛି ଏସ୍‌ଟିଏଫ୍‌ ।

ସେହିପରି ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ମଧ୍ୟ ତଦନ୍ତ ଜାରି ରଖିଛି ଏସ୍‌ଟିଏଫ୍‌ । କେବଳ ଏହି ଦୁଇଟି ସ୍ଥାନରୁ ବାଘ ଶିକାର କରିଛି । ନା ଆଉ କେଉଁ କେଉଁ ସ୍ଥାନରୁ ବାଘ ଶିକାର କରିଛନ୍ତି । ଭାଗବତଙ୍କୁ ଜେରା ପରେ ହିଁ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ଅନୁମାନ କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।