କଳା ଓ ସଂସ୍କୃତି ଦେଶ ବିଦେଶ ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

କେବେ ମିଳିବ ଶ୍ରୀଜୀଉଙ୍କ ଦର୍ଶନ ? ଶନିବାର ମିଳିପାରେ ଖୁସି ଖବର

ପୁରୀ ୧୦/୧୨: ଶ୍ରୀମନ୍ଦିର ଖୋଲିବା ନେଇ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଆଲୋଚନା ହେବ । ଆଜି ଏଭଳି କିଛି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।

ଶ୍ରୀମନ୍ଦିର ଖୋଲିବା ସହ ସାଧାରଣ ଭକ୍ତଙ୍କ ଲାଗି କିଭଳି ଦର୍ଶନ ବ୍ୟବସ୍ଥା କରାଯିବ ସେ ସମ୍ପର୍କରେ ଆଲୋଚନା ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ।

ସେହିଭଳି ଏହି ବୈଠକରେ ଶ୍ରୀମନ୍ଦିରରେ ପହିଲିଭୋଗ ନୀତି ସହ ଜାନୁଆରୀ ୧୪ରେ ମକର ସଂକ୍ରାନ୍ତି ଓ ୨୮ରେ ଦେବାଭିଷେକ ନେଇ ମଧ୍ୟ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯିବ ବୋଲି ଜଣାପଡ଼ିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ