କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦୀର୍ଘ ୯ମାସ ପରେ ଖୋଲିଲା ଭଦ୍ରକର ବିଭିନ୍ନ ମନ୍ଦିର, କୋଭିଡ଼ କଟକଣା ମଧ୍ୟରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭଦ୍ରକ ୦୩।୦୧ : ଦୀର୍ଘ ୯ମାସର ବ୍ୟବଧାନ ପରେ ରାଜ୍ୟରେ ବିଭିନ୍ନ ମନ୍ଦିର ସାଧାରଣଲୋକଙ୍କ ଦର୍ଶନ ନିମନ୍ତେ ଖୋଲିଛି । ଏହିପରିପ୍ରେକ୍ଷୀରେ ଭଦ୍ରକର ଆଖଣ୍ଡଳମଣିଙ୍କ ସମେତ ଆରାଧ୍ୟ ଦେବୀ ମା ଭଦ୍ରକାଳୀଙ୍କ ମନ୍ଦିର ମଧ୍ୟ ସାଧାରଣ ଦର୍ଶନ ପାଇଁ ଖୋଲିଛି ।

କରୋନା ସଂକ୍ରମଣ ପାଇଁ ରାଜ୍ୟର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦ ରହିଛି । ମାସ ମାସ ଧରି ମାଆଙ୍କୁ ଦର୍ଶନ କରି ନପାରି ବ୍ୟାକୁଳ ଭାବେ ଅପେକ୍ଷା କରିଥିବା ଶ୍ରଦ୍ଧାଳୁ ମାନେ ଆଜି ମାଆ ଙ୍କୁ ଦର୍ଶନ କରିବା ପାଇଁ ମନ୍ଦିରକୁ ଛୁଟି ଆସିଛନ୍ତି । କୋଭିଡ କଟକଣା ମଧ୍ୟରେ ମାଆଙ୍କୁ ଦର୍ଶନ କରାଯିବାର ବ୍ୟବସ୍ଥା ରହିଛି । ଦୀର୍ଘ ଦିନ ପରେ ମନ୍ଦିର ଖୋଲୁଥିବାରୁ, ସକାଳୁ ସକାଳୁ କେଉଁ ଦୂର ଦୂରାନ୍ତରୁ ଶ୍ରଦ୍ଧାଳୁ ମାନେ ପିଠକୁ ଛୁଟି ଆସିଛନ୍ତି । ଶ୍ରଦ୍ଧାଳୁ ମାନେ କିପରି ଶୃଙ୍ଖଳିତ ଭାବେ ମାଆଙ୍କୁ ଦର୍ଶନ କରିବେ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ପ୍ରଶାସନର ସମସ୍ତ ପ୍ରକାରର କୋଭିଡ କଟକଣା ପାଳନ କରି ଶ୍ରଦ୍ଧାଳୁ ମାନେ ମାଆଙ୍କୁ ଦର୍ଶନ କରୁଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,