ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

୧୨ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି: ଆସନ୍ତା ୧୯ ଏବଂ ୨୦ତାରିଖରେ ରହିବ ଗୁରୁଚାପ ବଳୟର ପ୍ରଭାବ

ଭୁବନେଶ୍ୱର: ଉତ୍ତର-ଓଡିଶା ଉପକୂଳରେ ଗୁରୁଚାପ ବଳୟ ପ୍ରଭାବ ରହିବ | ଏ ନେଇ ୧୨ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ | ଆସନ୍ତା ୧୯ ଏବଂ ୨୦ତାରିଖ ସକାଳ-ସମୟରେ ୧୨ଟି ଜିଲ୍ଲାରେ ସମ୍ଭାବ୍ୟ ଘନ କୁହୁଡି ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି |

ଏହି ୧୨ଟି ଜିଲ୍ଲା ମଧ୍ୟରେ ରହିଛନ୍ତି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ ଏବଂ ମୟୂରଭଞ୍ଜ | ଏହି ସବୁ ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ରହିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି |

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ