ପର୍ଯ୍ୟଟନ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଦୀର୍ଘଦିନ ପରେ କରୋନା କଟକଣା ମଧ୍ୟରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନରେ ବୁଲି ପାରିବେ ପର୍ଯ୍ୟଟକ। ଦିନକୁ ସର୍ବାଧିକ ୫୦୦ ପର୍ଯ୍ୟଟକ ଭିତରକନିକା ଭିତରକୁ ପ୍ରବେଶ କରିପାରିବେ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । ଏହି ସମୟରେ ଉଭୟ ପର୍ଯ୍ୟଟକ, ବନ କର୍ମଚାରୀ, ବୋଟ ଚାଳକମାନେ କୋଭିଡ କଟକଣା ମାନିବା ସହିତ ଜାତୀୟ ଉଦ୍ୟାନର ସୁରକ୍ଷ। ପ୍ରତି ଯତ୍ନ ଦେବାକୁ ପରାମର୍ଶ ଦିଆଯାଇଛି । ଉଦ୍ୟାନ ମଧ୍ୟରେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତ୍ଵ ରଖିବା ବାଧ୍ୟତାମୂଳକ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ପର୍ଯ୍ୟଟନ

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ, ଏହାର ଅଭିବୃଦ୍ଧି ପାଇଁ ଚଳିତବର୍ଷ ବଜେଟରେ 19 କୋଟି ଟଙ୍କା ବ୍ୟବସ୍ଥା

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ। 2019-20 ଆର୍ଥିକ ବର୍ଷରେ 46 ହଜାରରୁ ଅଧିକ ପର୍ଯ୍ୟଟକ ପରିବେଶ ପର୍ଯ୍ୟଟନର ସୁଯୋଗ ନେଇଥିଲେ। ଏଥିରୁ 6 କୋଟି 85 ଲକ୍ଷ