ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଟିକା ପାଇଁ ପ୍ରସ୍ତୁତ ହୋଇଛି ଡାଟାବେଶ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର୨୦/୧୧: କରୋନା ଟିକା ପାଇଁ କେନ୍ଦ୍ରର ଗାଇଡ଼ଲାଇନ ଅନୁଯାୟୀ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏ ନେଇ ଡାଟାବେଶ ପ୍ରସ୍ତୁତ ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି। ସ୍ୱାସ୍ତ୍ୟ କର୍ମୀ ବୟସ୍କ ଓ ଗର୍ଭବତୀଙ୍କୁ ଅଧିକ ଗୁରୁତ୍ୱ ଦିଆଯିବ।

ସ୍ୱାସ୍ଥ୍ୟ ଭିତ୍ତିଭୂମି ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଆଲୋଚନା କରି ଆମେ ନିଷ୍ପତ୍ତି ନେବୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ।ପୂର୍ବରୁ ମଧ୍ୟ କରୋନା ଟିକା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ୬୦ରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ ଏବଂ କରୋନା ଯୋଦ୍ଧାମାନଙ୍କୁ ପ୍ରଥମେ କରୋନା ଟିକା ଦିଆଯିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ