ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

କରୋନା ଟିକା ନେଲେ ଶିଳ୍ପା

ଶିଳ୍ପା ଶିରୋଦକର ବଲିଉଡ୍‌ର ପ୍ରଥମ ଅଭିନେତ୍ରୀ ଭାବେ ୟୁଏଇରେ କରୋନା ଟିକା ନେଇଛନ୍ତି। ଏନେଇ ସେ ସାମାଜିକ ଗଣମାଧ୍ୟମରେ ପ୍ରଶଂସକଙ୍କୁ ସୂଚନା ଦେବା ସହ ଟିକାକରଣର ଅନୁଭୂତି ବାଣ୍ଟିଛନ୍ତି। ଟିକାକରଣ ପରେ ସେ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି। ୯୦ ଦଶକରେ ଶି​ଳ୍ପା ହିନ୍ଦୀ ସିନେଜଗତର ଜଣେ ପ୍ରଖ୍ୟାତ ସିନେ ତାରକା ଭାବେ ଜଣାଶୁଣା ଥିଲେ। ଗୋପିକୃଷ୍ଣା, ଦିଲ୍ ହି ହେ, ଆଖେଁ ଭଳି ଚଳଚ୍ଚିତ୍ରରେ ଅଭିନୟ କରି ବେଶ୍ ଚର୍ଚ୍ଚିତ ହୋଇଥିଲେ। ଏହା ବ୍ୟତୀତ ସେ ଧାରାବାହିକ ଜଗତରେ ମଧ୍ୟ ଦର୍ଶକଙ୍କ ପ୍ରିୟ ହୋଇପାରିଛନ୍ତି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର