ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ଟିକା ନେଲେଣି ଦେଢ଼ ଲକ୍ଷ ଲୋକ

ଭୁବନେଶ୍ବର: ରାଜ୍ୟରେ ଦେଢ଼ ‌ଲକ୍ଷ ଲୋକଙ୍କୁ ଦିଆଗଲାଣି କରୋନା ଟିକା। ଟୁଇଟ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦେଶରେ ଟିକାକରଣରେ ଓଡ଼ିଶା ଆଗରେ ରହିଛି। ସରକାର ଟିକାକରଣ ପ୍ରକ୍ରିୟାକୁ ଜୋରଦାର କରିଛନ୍ତି। ସଠିକ ସମୟରେ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ, ଦେଶରେ ଗତ ୧୬ ତାରିଖ ଠାରୁ କରୋନା ଟିକାକରଣ ଆରମ୍ଭ ହୋଇଛି। ଦିନକୁ ଦିନ ସ୍ବାସ୍ଥ୍ୟ କର୍ମୀ ଓ ‌କରୋନା ଯୋଦ୍ଧାମାନଙ୍କ ମଧ୍ୟରେ ଟିକା ନେବାରେ ଅଧିକ ଉତ୍ସାହ ଦେଖାଯାଉଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ