ଅପରାଧ ରାଜ୍ୟ

ବିଳମ୍ୱିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଦୁଇ ଜୀବନ

ମହାକାଳପଡା ୧୨/୧୧: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । ଜୟଚନ୍ଦ୍ରପୁର ଛକ ନିକଟରେ ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣା ଘଟି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି ।

ମୃତ ଯୁବକ ଦୁଇଜଣ ହେଲେ ଚତୁର୍ଭୁଜ ଦାସ ଏବଂ ମହେନ୍ଦ୍ର ଶତପଥୀ ଦୁଇ ଯୁବକଙ୍କ ଘର କରଂଜ ଗ୍ରାମରେ । ବିଳମ୍ବିତ ରାତିରେ ମୃତ ଯୁବକ ଦୁଇଜଣଙ୍କୁ ପୋଲିସ ଉଦ୍ଧାର କରି କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।