ଅପରାଧ ରାଜ୍ୟ

୧୦ ଲକ୍ଷର ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୪ ଗିରଫ

ଭୁବନେଶ୍ବର ୧୨।୧୧ : ଥମୁନି ଧଳାଜହର କାରବାର । ଭୁବନେଶ୍ୱରରୁ ପୁଣି ଜବତ ହେଲା ବ୍ରାଉନସୁଗାର । ନୟାପଲ୍ଲୀ ଥାନା ଅଞ୍ଚଳରୁ ୧୦୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହାସହିତ ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ଦେଲେ ଭୁବନେଶ୍ୱର ଡିସିପି ପ୍ରତୀପ ସିଂହ ।

ଖବର ଅନୁଯାୟୀ, ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ବ୍ରାଉନ୍‌ସୁଗାର କାରବାର ନେଇ ପୋଲସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ପୋଲିସ ଉକ୍ତ ସ୍ଥାନରେ ଚଢାଉ କରି ୧୦୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ କରିଛି । ଏହାସହିତ ବ୍ରାଉନ୍‌ସୁଗାର କାରବାର ୪ଜଣଙ୍କୁ ଗିରଫ କରିଛି ପୋଲିସ ।ତେବେ ଜବତ ହୋଇଥିବା ବ୍ରାଉନ୍‌ସୁଗାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।